ନାବାଳିକାଙ୍କ ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ, ଗୁରୁତର ଅବସ୍ଥାରେ ନାବାଳିକା ଭୁବନେଶ୍ବର ସ୍ଥାନାନ୍ତର

ଯୁକ୍ତ ଦୁଇ ଛାତ୍ରୀଙ୍କୁ ଜାଳିଦେବାକୁ ଉଦ୍ୟମ । ନାବାଳିକା ଦେହରେ ନିଆଁ ଲଗାଇଦେଲେ ଦୁର୍ବୃତ୍ତ । ବଳଙ୍ଗା ଥାନା ବାୟାବର ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । 3 ଜଣ ଦୁର୍ବୃତ୍ତ ଦେହରେ ନିଆଁ ଲଗାଇ ଦେଇଥିବା ସୂଚନା ମିଳିଛି। ଫଳରେ ଗୁରୁତର ଅବସ୍ଥାରେ ନାବାଳିକାଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି ।

fire

ଚାଲିଚାଲି ସାଙ୍ଗ ଘରକୁ ଯାଉଥିବା ବେଳେ ଦୁର୍ବୃତ୍ତମାନେ ଛାତ୍ରୀଙ୍କୁ ଅଟକାଇ ଦେହରେ ଲଗାଇଦେଲେ ନିଆଁ । ଛାତ୍ରୀଙ୍କ ହାତ, ଗୋଡ଼, ଦେହର କିଛି ଅଂଶ ପୋଡ଼ିଯାଇଛି । ଶେଷରେ ଗୁରୁତର ଅବସ୍ଥାରେ ଛାତ୍ରୀଙ୍କୁ ଭୁବନେଶ୍ବର AIIMS ହସ୍ପିଟାଲ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି ।

3 ଜଣ ଦୁର୍ବୃତ୍ତ ନିଆଁ ଲଗାଇ ଫେରାର ହୋଇଯାଇଥିବା ବେଳେ ଛାନଭିନ ଜାରି ରଖିଛି ପୋଲିସ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+