ପୋଲିସ ନିଷ୍କ୍ରିୟତା ପ୍ରତିବାଦରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସୋମାଲିକା

ହାଇକୋର୍ଟଙ୍କ ଦ୍ବାରସ୍ଥ ହେଲେ ସୋମାଲିକା ଦାସ । ପୋଲିସ ନିଷ୍କ୍ରିୟତା ପ୍ରତିବାଦରେ ହାଇକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସୋମାଲିକା । ବିଧାୟକ ବିଜୟ ଶଙ୍କର ଦାସଙ୍କ ବିରୋଧରେ ମାମଲା ଦାୟର କଲେ ସୋମାଲିକା। ତଦନ୍ତରେ ଶିଥିଳତା ଅଭିଯୋଗରେ ମାମଲା ଦାୟର କରିଛନ୍ତି । ହାଇକୋର୍ଟଙ୍କ ନିର୍ଦ୍ଦେଶରେ ମାମଲା ରୁଜୁ ସତ୍ତ୍ୱେ ତଦନ୍ତ ହେଉ ନଥିବା ଅଭିଯୋଗ ହୋଇଛି ।

Somalika

ମାମଲାରେ ବିଧାୟକ ବିଜୟ ଶଙ୍କର ଦାଶ ଓ ଜଗତସିଂହପୁର ଏସପିଙ୍କ ସମେତ ୫ଜଣଙ୍କୁ ପକ୍ଷଭୁକ୍ତ କରାଯାଇଛି । ଜଗତସିଂହପୁର ଥାନାରେ ବିଧାୟକ ବିଜୟ ଶଙ୍କରଙ୍କ ବିରୋଧରେ ହୋଇଥିବା ମାମଲାରେ ପୁଲିସ ଠିକ୍ ଭାବରେ ତଦନ୍ତ କରୁନଥିବା ଦର୍ଶାଇ ସୋମାଲିକା ଏହି ମାମଲା କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+