ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ନିୟମିତ ଜାମିନ
ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ନିୟମିତ ଜାମିନ । ପ୍ରଶାନ୍ତଙ୍କୁ ଜାମିନ ପ୍ରଦାନ କଲେ ହାଇକୋର୍ଟ । ଜାମିନ ଉପରେ ନିମ୍ନ ଅଦାଲତ ସର୍ତ୍ତ ସ୍ଥିର କରିବେ । ପୋଲିଂ ବୁଥ୍ରେ ଗଣ୍ଡଗୋଳ ମାମଲାରେ ଗିରଫ ହୋଇଥିଲେ । ପରେ ପ୍ରଶାନ୍ତଙ୍କୁ ୩ ଦିନ ପାଇଁ ଅନ୍ତରୀଣ ଜାମିନ ମିଳିଥିଲା ।













Click it and Unblock the Notifications