Get Updates
Get notified of breaking news, exclusive insights, and must-see stories!

ବିଧାୟକଙ୍କ ଦରମା ବୃଦ୍ଧି ମାମଲା, ପ୍ରିମାଚ୍ୟୁର କହି ମାମଲା ଗ୍ରହଣ କଲେନି ହାଇକୋର୍ଟ

ବିଧାୟକଙ୍କ ଦରମା ବୃଦ୍ଧି ମାମଲା। ହାଇକୋର୍ଟରେ ଗ୍ରହଣ ହେଲାନି ଆବେଦନ । AG ପୀତାମ୍ବର ଆଚାର୍ଯ୍ୟଙ୍କ ଦୃଢ ଯୁକ୍ତି ପରେ ଗ୍ରହଣ କଲେନି ହାଇକୋର୍ଟ । ପ୍ରିମାଚ୍ୟୁର କହି ମାମଲାକୁ ଗ୍ରହଣ କଲେନି ହାଇକୋର୍ଟ । ବିଧିବଦ୍ଧ ବିଜ୍ଞପ୍ତି ହୋଇନଥିବା ଦର୍ଶାଇ ମାମଲା ଗ୍ରହଣୀୟ ହେବନି ବୋଲି କହିଲେ କୋର୍ଟ। ବିଧିବଦ୍ଧ ବିଜ୍ଞପ୍ତି ପରେ ଯାଇ ମାମଲା କରିପାରିବେ ବୋଲି ଆବେଦନକାରୀଙ୍କୁ ଅନୁମତି ଦେଲେ ଉଚ୍ଚ ନ୍ୟାୟାଳୟ।

MLA salary

ଓଡ଼ିଶାର ବିଧାୟକମାନଙ୍କ ଦରମା ଦେଶର ଅନ୍ୟ ସମସ୍ତ ରାଜ୍ୟର ବିଧାୟକମାନଙ୍କ ଅପେକ୍ଷା ଅଧିକ । ଓଡ଼ିଶା ଭଳି ଏକ ଗରିବ ରାଜ୍ୟରେ ବିଧାୟକମାନଙ୍କ ଦରମା ଏତେ ପରିମାଣରେ ବୃଦ୍ଧି ହେଲେ ଏହାର ପ୍ରତିକୂଳ ପ୍ରଭାବ ରାଜ୍ୟ ଅର୍ଥ ବ୍ୟବସ୍ଥା ଉପରେ ପଡ଼ିବାର ଆଶଙ୍କା ରହିଛି । କିନ୍ତୁ ଏସବୁକୁ ଗୁରୁତ୍ୱ ନଦେଇ ରାଜ୍ୟ ସରକାର ବିଧାୟକମାନଙ୍କ ଦରମା ୩ଲକ୍ଷ ୪୫ ହଜାର ଟଙ୍କାକୁ ବୃଦ୍ଧି କରିଛନ୍ତି । ଏଭଳି ଦରମା ବୃଦ୍ଧି ସମ୍ପୂର୍ଣ୍ଣ ବେଆଇନ ତଥା ଅସାମ୍ବିଧାନିକ । ଏଭଳି ନିଷ୍ପତ୍ତିକୁ ରଦ୍ଦ କରାଯାଇ ବିଧାୟକମାନଙ୍କ ଦରମା ବୃଦ୍ଧି ପାଇଁ ସ୍ୱାଧୀନ ବେତନ କମିସନ ଗଠନ ପାଇଁ ନିର୍ଦ୍ଦେଶ ଦେବାକୁ ପ୍ରାର୍ଥନା କରି ସମାଜସେବୀ ନାରାୟଣ ଚନ୍ଦ୍ର ଜେନା ହାଇକୋର୍ଟରେ ଏକ ମାମଲା ରୁଜୁ କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+