Breaking News: ନାଳକୁ ଖସିଲା 'ମୋ ବସ୍',୨୦ ଆହତ
Breaking News: ରାସ୍ତାକଡ଼ ନାଳକୁ ଖସିଲା 'ମୋ ବସ୍ । ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଥିବା ନେଇ ସୂଚନା ରହିଛି । ସମସ୍ତ ଆହତଙ୍କୁ ତୁରନ୍ତ ଖୋର୍ଦ୍ଧା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି, ଗୁରୁତରଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରାଯାଉଛି । ବସଟି ଭୁବନେଶ୍ୱରରୁ ଖୋର୍ଦ୍ଧା ଆସୁଥିବା ସମୟରେ ପିତାପଲ୍ଲୀ ନିକଟରେ ଭାରସାମ୍ୟ ହରାଇ 'ମୋ ବସ' ଦୁର୍ଘଟଣାଗ୍ରସ୍ତ ହୋଇଛି ।

ସୂଚନାଥାଉ ଯେ, ପ୍ରାୟ ୩୦ ଜଣ ଯାତ୍ରୀଙ୍କୁ ନେଇ ବସଟି ଭୁବନେଶ୍ୱରରୁ ଖୋର୍ଦ୍ଧା ଯାଉଥିବା ସମୟରେ ହଠାଟ୍ ଭାରସ୍ୟାମ ହରାଇ ରାସ୍ତାରୁ ପ୍ରାୟ ୧୦ ଫୁଟ୍ ତଳକୁ ଖସି ପଡିଥିଲା । ଦୁର୍ଘଟଣା ସ୍ଥଳରେ ସ୍ଥାନୀୟ ଲୋକ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଥିଲେ । ତୁରନ୍ତ ସମସ୍ଥ ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା ଏବଂ ଗୁରୁତର ମାନଙ୍କୁ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲକୁ ସ୍ଥାନାନ୍ତର କରାଯାଇଛି ।
ଯାତ୍ରୀଙ୍କ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ ଡ୍ରାଇଭର ବେପୁରୁଆ ଗାଡ଼ି ଚଳାଉଥିବାରୁ ବସଟି ଭାରସ୍ୟାମ ହରାଇ ଦୁର୍ଘଟଣା ଘଟିଛି । ମୋ ବସ୍'ଟି ଦ୍ରୁତ ଗତିରେ ଯାଉଥିବା ବେଳେ ସାମ୍ନାରୁ ଏକ ଅଟୋ ଚାଲିଆସିଥିଲା ଏବଂ ଭାରସ୍ୟାମ ହରାଇ ବସଟି ରାସ୍ତା କଡ଼ରେ ଥିବା ଏକ ନାଳ ଭିତରେ ଖସି ପଡିଥିଲା । ବର୍ତ୍ତମାନ ତଦନ୍ତ ଆରମ୍ଭ ହୋଇଛି ବସ୍ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ଥିବା ନେଇ ସୂଚନା ରହିଛି ।
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications