ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍ ଫୋନ୍
ଶ୍ରୀମନ୍ଦିରକୁ ସମ୍ପୂର୍ଣ୍ଣ ବାରଣ ହେବ ମୋବାଇଲ୍ ଫୋନ୍। କୌଣସି ପୋଲିସ କିମ୍ବା ସେବାୟତ ବି ନେଇ ପାରିବେନି ମୋବଇଲ୍ । ଆଗକୁ ୱାକିଟକି ବ୍ୟବସ୍ଥା ହେବ କହିଲେ ସୁରକ୍ଷା ସବକମିଟି ମୁଖ୍ୟ । ବୈଠକ ପରେ ସୁରକ୍ଷା ସବକମିଟି ମୁଖ୍ୟ ଗିରୀଶ ଚନ୍ଦ୍ର ମୁର୍ମୁଙ୍କ ସୂଚନା ।

ଅନ୍ୟ ମନ୍ଦିରର ସୁରକ୍ଷା ଅନୁଧ୍ୟାନ କରି ନିଷ୍ପତ୍ତି ନେବୁ।












Click it and Unblock the Notifications