ଭୁବନେଶ୍ବରରେ ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା

ଭୁବନେଶ୍ବରରେ ୪୦ କୋଟି ବ୍ୟୟରେ ନିର୍ମାଣ ହେବ ଆଦର୍ଶ ଗୋଶାଳା । ସୂଚନା ଦେଲେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ରାଜଧାନୀର ବୁଲା ଗୋରୁଙ୍କୁ ସେଠାରେ ରଖାଯିବ, ଜମି ଚିହ୍ନଟ ସରିଛି' । ଗୋରୁଙ୍କ ଗୋବର, ମୂତ୍ରରୁ ବିଭିନ୍ନ ପ୍ରଡକ୍ଟ ବାହାର କରାଯିବ'। ସହରାଞ୍ଚଳ ରାଜରାସ୍ତାରୁ ଗୋରୁଙ୍କୁ ହଟାଇବା ପାଇଁ ୫ଟି ସ୍ଥାନରେ ଗୋଶାଳା ହେଉଛି' ।

Model cow shelter

ସରକାର ଏ ନେଇ ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଏହା ପୂର୍ବରୁ ରଜ୍ୟର ବିଭିନ୍ନ ସ୍ଥାନରେ ଗୋଶାଳା ନିର୍ମାଣ ଆରମ୍ଭ ହୋଇଛି । ସେହିପରି ସହରାଞ୍ଚଳ ଗୁଡିକରେ ରାଜରାସ୍ତାରୁ ଗାଈଗୋରୁଙ୍କୁ ହଟାଇବା ପାଇଁ ୫ ଟି ସ୍ଥାନରେ ଗୋଶାଳା କରାଯାଉଛି । ରାସ୍ତାରେ ଦୁର୍ଘଟଣା ଉଭୟ ଲୋକ ଏବଂ ଗାଈ ଗୋରୁ ଆଘାତ ପାଇ ପ୍ରାଣ ହରାଉଛନ୍ତି । ସରକାର ଏନେଇ ସମ୍ବେଦନଶୀଳ ଅଛନ୍ତି ବୋଲି କହିଛନ୍ତି ନଗର ଉନ୍ନୟନମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+