ରାଜ୍ୟରେ ୨ ଦିନ ମଧ୍ୟରେ ବଦଳିବ ପାଣିପାଗ: ଜାଣନ୍ତୁ କେଉଁ ଜିଲ୍ଲାରେ ହେବ ବର୍ଷା

Odisha Weather Update: ରାଜ୍ୟରେ ଆସନ୍ତାକାଲିଠୁ ବଦଳିବ ପାଣିପାଗର ମିଜାଜ । ଆଗାମୀ ୨ ଦିନ ମଧ୍ୟରେ ରାଜ୍ୟକ କିଛି କିଛି ସ୍ଥାନରେ ବର୍ଷା ହେବାର ଆଶଙ୍କା ରହିଛି । ପଶ୍ଚିମ-ଝଡ଼ ଏବଂ ପୂର୍ବାଳୀ ତରଙ୍ଗାୟିତ ବାୟୁ ପ୍ରବାହ ପ୍ରଭାବରେ ରାଜ୍ୟରେ ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି । ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷକୁ ସୂଚନା ଜାରି କରାଯାଇଛି ।

ପାଣିପାଗ ବିଭାଗ ପକ୍ଷରୁ ମିଳିଥିବା ସୂଚନା ଅନୁସାରେ, ନଭେମ୍ବର ୨୦ ଏବଂ ୨୧ ତାରିଖରେ ରାଜ୍ୟର କିଛି କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ନଭେମ୍ବର ୨୦ ତାରିଖରୁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ତି, କନ୍ଧମାଳ, ରାୟଗଡ଼ା, ଗଜପକି, ଗଞ୍ଜାମ, ପୁରୀ, ଜଗତସିଂହପୁର, ବରଗଡ଼, ଝାରସୁଗୁଡ଼଼ା, ସମ୍ବଲପୁର ଦେବଗଡ଼, କେନ୍ଦୁଝର ଜିଲ୍ଲାର କିଛି କିଛି ସ୍ଥାନରେ ହାଲୁକା ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି ।

Odisha Weather Update

ନଭେମ୍ବର ୨୧ ତାରିଖ ବେଳକୁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଞ୍ଜାୟ, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଝାରସୁଗୁଡ଼ା, ଢେଙ୍କାନାଳ,ଯାଜପୁର, କେନ୍ଦ୍ରପଡ଼ା, କନ୍ଧମାଳ, କଟକ, ନବରଙ୍ଗପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଅନ୍ୟପକ୍ଷରେ ୩ ରୁ ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ରାତ୍ରୀ ତାପମାତ୍ରାରେ କିଛି ବେଶଷ ପରିବର୍ତ୍ତନ ନେବ ନାହିଁ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+