ନବୀନଙ୍କ ସହ କଥା ହୋଇ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦି

ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୋଦି । ନବୀନଙ୍କ ସହ କଥାହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ସ୍ବାସ୍ଥ୍ୟାବସ୍ଥା ନେଇ ପଚାରି ବୁଝିଲେ । ନବୀନଙ୍କ ଆଶୁ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ । ଗତ କିଛିଦିନ ତଳେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଅସୁସ୍ଥ ହୋଇଯାଇଥିଲେ ।

modi

ଫଳରେ ତାଙ୍କୁ ଭୁବନେଶ୍ବର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ସେ ଡିହାଇଡ୍ରେସନ କାରଣରୁ ହସ୍ପିଟାଲ ଯାଇଥିବା ଜଣା ପଡ଼ିଥିଲା । ଏବେ ତାଙ୍କର ସ୍ୱାସ୍ଥ୍ୟ ଅବସ୍ଥା ସ୍ଥିର ଅଛି । ଡାକ୍ତର ଆଲୋକ ପାଣିଗ୍ରାହୀ ନବୀନ ପଟ୍ଟନାୟକଙ୍କର ଚିକିତ୍ସା କରୁଥିବା ଜଣାଯାଇଛି ।

ନବୀନ ପଟ୍ଟନାୟକଙ୍କ ଅସୁସ୍ଥ ହେବା ଖବର ଜଣାପଡ଼ିବା ପରେ ହସ୍‌ପିଟାଲକୁ ଦଳୀୟ ନେତାମାନଙ୍କର ଯିବା ଲାଗିଥିବା ସୂଚନା ମିଳିଥିଲା । ଭିଡ଼ ଆଶଙ୍କା କରି କମିସନରେଟ ପୁଲିସ ପକ୍ଷରୁ ଏକ ପ୍ଲାଟୁନ ପୁଲିସ ଫୋର୍ସ ମୁତୟନ କରାଯାଥିଲା ।

ପ୍ରକାଶଯୋଗ୍ୟ, ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଗତ ଜୁଲାଇ ମାସରେ ମୁମ୍ବାଇର କୋକିଲାବେନ ଧୀରୁଭାଇ ଅମ୍ବାନୀ ହସ୍ପିଟାଲରେ ସର୍ଭାଇକାଲ୍ ଆର୍ଥ୍ରାଇଟିସ୍ ପାଇଁ ଭର୍ତ୍ତି ହୋଇଥିଲେ । ତାଙ୍କର ଏକ ସଫଳ ଅସ୍ତ୍ରୋପଚାର କରାଯାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+