ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ସାମିଲ ହେବେ ମୋଦି
ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଅବସରରେ ଯୋଗ ଦେଇପାରନ୍ତି ପ୍ରଧାନମନ୍ତ୍ରୀ । ଜୁନ 11 କିମ୍ବା 12 ତାରିଖରେ ଓଡ଼ିଶା ଆସିବା ନେଇ PMO ପକ୍ଷରୁ ସୂଚନା ମିଳିଛି ।

12 ତାରିଖକୁ ମୋହନ ସରକାରଙ୍କୁ ପୁରୁଛି ବର୍ଷେ । ଏନେଇ ଜନତା ମଇଦାନରେ ହେବ ବର୍ଷପୂର୍ତ୍ତି କାର୍ଯ୍ୟକ୍ରମ । 11 ରୁ 13 ତାରିଖ ଯାଏଁ ଚାଲିବ କାର୍ଯ୍ୟକ୍ରମ ।












Click it and Unblock the Notifications