Get Updates
Get notified of breaking news, exclusive insights, and must-see stories!

ଆଜି ଭୁବନେଶ୍ବରରେ ପହଞ୍ଚିବେ ରାଷ୍ଟ୍ରୀୟ ସ୍ବୟଂସେବକ ସଂଘର ସରସଂଘଚାଳକ ମୋହନ ଭାଗବତ

ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ (ଆରଏସ୍‌ଏସ୍‌)ର ସରସଂଘଚାଳକ ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଆଜି ସନ୍ଧ୍ୟା ୬ଟାରେ ସେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ। ଏଠାରୁ ସଡ଼କପଥରେ ଯାଇ କଟକ ଗତିରାଉତପାଟଣା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ।

ମୋହନ ଭାଗବତ ଆଜିଠାରୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଆଜି ସନ୍ଧ୍ୟା ୬ଟାରେ ଭୁବନେଶ୍ବର ବିମାନ ବନ୍ଦରରେ ସେ ପହଞ୍ଚିବେ। ଏଠାରୁ ସଡ଼କପଥରେ ଯାଇ କଟକ ଗତିରାଉତପାଟଣା ସ୍ଥିତ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ଆୟୋଜିତ କାର୍ଯ୍ୟକ୍ରମକୁ ଉଦ୍‌ଘାଟନ କରିବେ। ଗତିରାଉତପାଟଣା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା କାର୍ଯ୍ୟକ୍ରମରେ ସରସଂଘଚାଳକ ମୋହନ ଭାଗବତ ଭିନ୍ନ ଭିନ୍ନ ଅଧିବେଶନରେ ଅତିଥି ଭାବେ ଯୋଗ ଦେବେ।

Mohan Bhagwat

ଗତିରାଉତପାଟଣା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିରରେ ୧୨ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା କାର୍ଯ୍ୟକ୍ରମରେ ସରସଂଘଚାଳକ ମୋହନ ଭାଗବତ ଭିନ୍ନ ଭିନ୍ନ ଅଧିବେଶନରେ ଅତିଥି ଭାବେ ଯୋଗ ଦେବେ। ଆରଏସଏସ ମୁଖ୍ୟଙ୍କ ଗସ୍ତକୁ ନଜରରେ ରଖି କଟକ ଗତିରାଉତପାଟଣାରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି । ୧୬ ତାରିଖ ଅପରାହ୍ଣରେ ସେ ନୂଆଦିଲ୍ଲୀ ଫେରିଯିବେ ବୋଲି ଜଣାଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+