ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଲେ ମୋହନ ମାଝୀ

ଭୁବନେଶ୍ୱର: ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ହୋଇଛନ୍ତି ମୋହନ ଚରଣ ମାଝୀ । କଳ୍ପନା ଜଳ୍ପନାର ଅନ୍ତ ଘଟାଇ ଆଜି ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଧାୟକ ଦଳ ବୈଠକ ପରେ ମୋହନ ଚରଣ ମାଝୀଙ୍କ ନାଁ ଘୋଷଣା କରାଯାଇଛି । ତେବେ ଏନେଇ ବିଧିବଦ୍ଧ ଭାବେ ଘୋଷଣା କରାଯିବା ପରେ ସନ୍ଧ୍ୟାରେ ମୋହନଙ୍କ ସମେତ ଭାଜପାର ବରିଷ୍ଠ ନେତାମାନେ ରାଜଭବନରେ ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟିଛନ୍ତି ।

mohan majhi

ସେଠାରେ ସେ ସରକାର ଗଠନ ପାଇଁ ଦାବି ଉପସ୍ଥାପନ କରିଛନ୍ତି । ଏହି ଅବସରରେ ତାଙ୍କ ସହ କେନ୍ଦ୍ର ମନ୍ତ୍ରୀ ରାଜନାଥ ସିଂ, ଧର୍ମେନ୍ଦ୍ର ପ୍ରଧାନଙ୍କ ସମେତ ଅନେକ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+