ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୋହନ ମାଝୀ

ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କୁ ଭେଟିଲେ ମୋହନ ମାଝୀ। ନବୀନ ନିବାସରୁ ବାହାରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଲେ ମୋହନ । ନବୀନଙ୍କୁ ନିମନ୍ତ୍ରଣ କରିବାକୁ ଯାଇଥିଲି ବୋଲି କହିଲେ ମୋହନ ।

ଶପଥ ଗ୍ରହଣ ସମାରୋହକୁ ଆସିବାକୁ ନିମନ୍ତ୍ରଣ ଜଣାଇଲି। ନବୀନ ବାବୁ ସମାରୋହକୁ ଆସିବାକୁ ସମ୍ମତି ଜଣାଇଥିବା କହିଲେ।

Mohan Majhi met Naveen Patnaik

ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବା ପୂର୍ବରୁ ବରପୁତ୍ରଙ୍କୁ ମାଲ୍ୟାର୍ପଣ କାର୍ଯ୍ୟକ୍ରମ । ଗୋପବନ୍ଧୁ ଛକରେ ବରପୁତ୍ରଙ୍କୁ ମାଲ୍ୟାର୍ପଣ କରିବେ ମୋହନ ମାଝୀ। ମାଲ୍ୟାର୍ପଣ ପୂର୍ବରୁ ଗଣମାଧ୍ୟମକୁ ମୋହନ ମାଝୀଙ୍କ ପ୍ରତିକ୍ରିୟା।

ଶପଥ ପାଠ ପରେ ଶହେ ଦିନର କାର୍ଯ୍ୟକ୍ରମ ବାବଦରେ ଅବଗତ କରିବୁ। ସାଢ଼େ ୪ କୋଟି ଓଡ଼ିଆଙ୍କ ବିକାଶ ପାଇଁ କାମ ଆରମ୍ଭ ହେବ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+