ମହିଳା ମାନଙ୍କୁ କାର୍‌ ବାଣ୍ଟିବେ ମୋହନ ସରକାର

ରାଜ୍ୟରେ ମହିଳାମାନଙ୍କୁ ସଶକ୍ତ ରୋଜଗାରକ୍ଷମ କରିବା ଲକ୍ଷ୍ୟରେ ରାଜ୍ୟ ସରକାର 'ଆତ୍ମନିର୍ଭର ମହିଳା ଆମ ସୁବାହକ' ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି | ଏନେଇ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏଥିରେ ୪ବର୍ଷରେ ୧୧୦୦ଜଣ ମହିଳାଙ୍କୁ କାର୍ କିଣି ଟ୍ୟାକ୍ସି ଭାବେ ବ୍ୟବହାର କରିବାକୁ ବ୍ୟାଙ୍କରୁ ଜଣଙ୍କୁ ୧୦ଲକ୍ଷ ଟଙ୍କା ଲେଖାଏଁ ଋଣ ଯୋଗାଇ ଦିଆଯିବା ଏହି ଋଣର କିସ୍ତି ମହିଳାମାନେ ୫ବର୍ଷରେ ସୁଝିବେ। ରାଜ୍ୟ ସରକାର ବାର୍ଷିକ ୧୧% ହାରରେ ସୁଧ ସୁଝିବେ |

mohan majhi

ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି, ଏଥିରେ ୪ବର୍ଷରେ ୧୧୦୦ଜଣ ମହିଳାଙ୍କୁ କାର୍ କିଣି ଟ୍ୟାକ୍ସି ଭାବେ ବ୍ୟବହାର କରିବାକୁ ବ୍ୟାଙ୍କରୁ ଜଣଙ୍କୁ ୧୦ଲକ୍ଷ ଟଙ୍କା ଲେଖାଏଁ ଋଣ ଯୋଗାଇ ଦିଆଯିବା ଏହି ଋଣର କିସ୍ତି ମହିଳାମାନେ ୫ବର୍ଷରେ ସୁଝିବେ। ରାଜ୍ୟ ସରକାର ବାର୍ଷିକ ୧୧% ହାରରେ ସୁଧ ସୁଝିବେ |
ସେ ଆହୁରି କହିଛନ୍ତି, ବାଣିଜ୍ୟ ଓ ପରିବହନ ବିଭାଗର ଏହି ଯୋଜନାକୁ ରାଜ୍ୟ ସରକାର ଅନୁମୋଦନ କରିଛନ୍ତି| ରାଜ୍ୟ ସରକାରଙ୍କ ପକ୍ଷରୁ ରାଜ୍ୟର ୪ଟି ଡ୍ରାଇଭିଂ ତାଲିମ ଏବଂ ଗବେଷଣା ପ୍ରତିଷ୍ଠାନଗୁଡ଼ିକରେ ଏବେ ସୁଦ୍ଧା ୬୨୧୬ଜଣ ମହିଳା ଡ୍ରାଇଭିଂ ଟ୍ରେନିଂ ନେଇ ସାରିଥିବାବେଳେ ସେମାନଙ୍କୁ ଆତ୍ମନିର୍ଭର କରିବା ଉଦ୍ଦେଶ୍ୟରେ ଏହି ଯୋଜନା ଆରମ୍ଭ ହୋଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+