ସୋମବାର ପ୍ରଭୁ ଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ, ସୁରକ୍ଷା ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା

ସୋମବାର ପ୍ରଭୁ ଲୋକନାଥଙ୍କ ମନ୍ଦିରରେ ପଙ୍କୋଦ୍ଧାର ଏକାଦଶୀ । ଏହି ଅବସରରେ ଲୋକନାଥଙ୍କ ସ୍ୱତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହେବ । ପ୍ରଭୁଙ୍କ ଦର୍ଶନଙ୍କ ବହୁ ସଂଖ୍ୟାରେ ଭକ୍ତଙ୍କ ସମାଗମ ମଧ୍ୟ ହେବ । ଖାସ୍‌ ସେଥିଲାଗି ପୁରୀ ପ୍ରଶାସନ ପକ୍ଷରୁ ବିଭିନ୍ନ ବ୍ୟବସ୍ଥା କରାଯାଇଛି ।

Loknath Temple

ପଙ୍କୋଦ୍ଧାର ଏକାଦଶୀ ଉପଲକ୍ଷେ ପ୍ରଭୁ ଲୋକନାଥଙ୍କ ଦର୍ଶନ ପାଇଁ ବହୁ ସଂଖ୍ୟାରେ ଭକ୍ତଙ୍କ ସମାଗମ ହେବ। ଶ୍ରଦ୍ଧାଳୁଙ୍କ ସମାଗମକୁ ଦୃଷ୍ଟିରେ ରଖି ପୁରୀ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି। ସୁରକ୍ଷା ଦାୟିତ୍ବରେ ଜଣେ ଅତିରିକ୍ତ ଆରକ୍ଷୀ ଏସପି, ୫ ଜଣ ଡିସପି, ୧୫ ଜଣ ଇନିସ୍‌ପେକ୍ଟର, ୪୧ ଜଣ ଏସଆଇ ଓ ଏଏସଆଇ, ୭୨ ଜଣ ହାବିଲଦାର, କନେଷ୍ଟବଳ, ୮୨ ଜଣ ହୋମଗାର୍ଡ, ୬ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ ହେବେ। ଏଥିସହ ମନ୍ଦିର ଭିତରେ ମଧ୍ୟ ବ୍ୟାପକ ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି। ସାମାଜିକ ଗଣମାଧ୍ୟମରେ ପୁରୀ ପୋଲିସ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+