Get Updates
Get notified of breaking news, exclusive insights, and must-see stories!

ସ୍ବାଭାବିକ ତାରିଖର ୮ ଦିନ ପୂର୍ବରୁ କେରଳ ଛୁଇଁଲା ମୌସୁମୀ; ୧୬ ବର୍ଷ ପରେ ଏଥର ସଅଳ ଛୁଇଁଲା

ସ୍ବାଭାବିକ ତାରିଖର ୮ ଦିନ ପୂର୍ବରୁ କେରଳ ଛୁଇଁଲା ମୌସୁମୀ । ୧୬ ବର୍ଷ ପରେ ଏଥର ସଅଳ କେରଳ ଛୁଇଁଲା ମୌସୁମୀ ।

Monsoon hits Kerala 8 days ahead of normal date

ମୌସୁମୀ ଆସିବା ପାଇଁ ପାଗ ଅନୁକୂଳ ବି ଥିଲା । ଯାହାର ପ୍ରଭାବରେ କେରଳରେ ୨ ଦିନ ଧରି ପ୍ରବଳ ବର୍ଷା ଜାରି ରହିଛି । ଏଥି ସହିତ ଆଗାମୀ ୬ ଦିନ ପର୍ଯ୍ୟନ୍ତ କେରଳ ଓ ଦକ୍ଷିଣରେ ଥିବା ରାଜ୍ୟ ଗୁଡ଼ିକରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ନେଇ ସତର୍କତା ଜାରି କରିଛି ପାଣିପାଗ ବିଭାଗ ।

ଏପଟେ ରାଜ୍ୟର ବିଭିନ୍ନ ସ୍ଥାନରେ ବଦଳିଛି ପାଗ । କଟକ, ଭୁବନେଶ୍ବର, ପୁରୀର ବିଭିନ୍ନ ସ୍ଥାନରେ ଆଜି ସକାଳୁ ସକାଳୁ ବର୍ଷା ଆରମ୍ଭ ହୋଇଛି । ଆଗାମୀ ୩ ଘଣ୍ଟା ପାଇଁ ଯାଜପୁର, କେନ୍ଦ୍ରାପଡ଼ା, ଭଦ୍ରକ, ଢ଼େଙ୍କାନାଳରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ପାଣିପାଗ ବିଭାଗ ପକ୍ଷରୁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+