ଏଥର ରଜରେ ଭିଜିବନି ଓଡ଼ିଶା, ରାଜ୍ୟରେ ଜାରି ରହିଛି ପ୍ରଚଣ୍ତ ଗ୍ରୀଷ୍ମପ୍ରବାହ

ଭୁବନେଶ୍ୱର:ଏଥର ରଜ ପରେ ଓଡ଼ିଶା ଛୁଇଁବ ମୌସୁମୀ । ଖରା, ଗୁଳୁଗୁଳିରେ ହନ୍ତସନ୍ତ ହେଉଛନ୍ତି ରାଜ୍ୟବାସୀ । ଭାରତୀୟ ପାଣିପାଗର ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ସୂଚନା ଅନୁସାରେ ଆସନ୍ତା ଜୁନ ୧୫ ତାରିଖ ପରେ ଓଡ଼ିଶା ଛୁଇଁପାରେ ମୌସୁମୀ । ରାଜ୍ୟରେ
ବର୍ତ୍ତମାନ ପ୍ରଚଣ୍ତ ଗୀଷ୍ମ ପ୍ରବାହ ଜାରି ରହିଛି ।

odisha
ତେବେ ଆହୁରି ୪ ଦିନ ପର୍ଯ୍ୟନ୍ତ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ତେବେ ପ୍ରକୃତରେ ମୌସୁମୀ କେବେ ଓଡ଼ିଶା ଛୁଇଁବ ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳିନାହିଁ । ଚଳିତ ବର୍ଷ ସ୍ୱାଭାବିକ କିମ୍ବା ଅଧିକ ବର୍ଷାର ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ସେହିପରି ଏଥର ୭ ଦିନ ବିଳମ୍ବରେ ମୌସୁମୀ କେରଳ ଛୁଇଁଛି ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+