Get Updates
Get notified of breaking news, exclusive insights, and must-see stories!

Monsoon Session: ପଞ୍ଚମ ଦିନରେ ସ୍ୱାଭାବିକ ରହିଛି ଗୃହ କାର୍ଯ୍ୟ

Monsoon Session: ବିଧାନସଭା ମୌସୁମୀ ଅଧିବେଶନର ପଞ୍ଚମ ଦିନରେ ସ୍ୱାଭାବିକ ଭାବେ ଚାଲିଛି ଗୃହ । ପ୍ରଶ୍ନକାଳ ସ୍ୱାଭାବିକ ଭାବେ ଆରମ୍ଭ ହୋଇଛି । କ୍ରୀଡ଼ା ବିଭାଗର ବିଭିନ୍ନ ପ୍ରଶ୍ନ ଉପରେ ଉତ୍ତର ରଖୁଛନ୍ତି ବିଭାଗୀୟ ମନ୍ତ୍ରୀ । ଏହା ସହ ଆଜି ଗୃହରେ ରାଜସ୍ୱ ବିପର୍ଯ୍ୟୟ ପରିଚାଳନା, ଜଳସମ୍ପଦ, ଯୋଜନା ଓ ସଂଯୋଜନା, ବାଣିଜ୍ୟ, ପରିବହନ ବିଭାଗକୁ ନେଇ ପ୍ରଶ୍ନୋତ୍ତର କାର୍ଯ୍ୟ ରହିଛି ।

monsoon session

କିନ୍ତୁ ବିରୋଧୀ ଆଜି ବିଭିନ୍ନ ପ୍ରସଙ୍ଗକୁ ନେଇ ସରକାରଙ୍କୁ ଘେରିପାରନ୍ତି । ଶିକ୍ଷକ ଆନ୍ଦୋଳନ, ଅଙ୍ଗନବାଡ଼ି କର୍ମୀ ଏବଂ ଆୟୁଷ ଡାକ୍ତରଙ୍କ ଆନ୍ଦୋଳନ ପ୍ରସଙ୍ଗରେ ସରକରାଙ୍କୁ ଘେରିପାରନ୍ତି ବିରୋଧୀ ।

ସୂଚନାଥାଉକି, ଗତକାଲି ଚତୁର୍ଥ ଦିନରେ ପ୍ରଶ୍ନକାଳ ସ୍ୱାଭାବିକ ଥିବା ବେଳେ ଶୂନ୍ୟକାଳରେ ବିରୋଧୀଙ୍କ ହଟ୍ଟଗୋଳ ଯୋଗୁଁ ଗୃହକାର୍ଯ୍ୟ ବାରମ୍ବାର ବାଧାପ୍ରାପ୍ତ ହୋଇଥିଲା । ବାଚସ୍ପତି ସର୍ବଦଳୀୟ ବୈଠକ ଡାକି ଆଲୋଚନା କରିଥିଲେ ମଧ୍ୟ ଏହାର କୌଣସି ସୁଫଳ ମିଳିନଥିଲା । ଫଳରେ ଗୃହକୁ ବାରମ୍ବାର ମୁଲତବୀ ଘୋଷଣା କରିବାକୁ ପଡ଼ିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+