ସ୍ୱାଭାବିକ ରହିବ ମୌସୁମୀ: ଜୁନରୁ ସେପ୍ଟେମ୍ବର ହେବ ଭଲ ବର୍ଷା

ଚଳିତ ବର୍ଷ ସ୍ୱାଭାବିକ ରହିବ ଦକ୍ଷିଣ-ପଶ୍ଚିମ ମୌସୁମୀ । ମୌସୁମୀ ଜୁନରୁ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ରହିବ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

ଭୁବନେଶ୍ୱର: ଚଳିତ ବର୍ଷ ସ୍ୱାଭାବିକ ରହିବ ଦକ୍ଷିଣ-ପଶ୍ଚିମ ମୌସୁମୀ । ମୌସୁମୀ ଜୁନରୁ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ରହିବ । ଏନେଇ ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ।

 Monsoon

ବିଭାଗ ପକ୍ଷରୁ କୁହାଯାଇଛି ଯେ ମୌସୁମୀ ପ୍ରଭାବରେ ସମଗ୍ର ଦେଶରେ ୯୬%ରୁ ୧୦୪% ବର୍ଷା ହେବାର ସମ୍ଭାବନା ରହିଛି। ଉତ୍ତର ଭାଗରର ଅଧିକାଂଶ ଅଞ୍ଚଳ, ଏହାକୁ ଲାଗି ରହିଥିବା କେନ୍ଦ୍ରୀୟ ଭାରତୀୟ ଅଞ୍ଚଳ ଓ ଉତ୍ତରପଶ୍ଚିମ ଭାଗର କିଛି ସ୍ଥାନରେ ସ୍ୱାଭାବିକ କିମ୍ବା ତା'ରୁ ଅଧିକ ବର୍ଷା ହୋଇପାରେ। ତେବେ ଉତ୍ତରପୂର୍ବ ଭାରତର ଅନେକ ସ୍ଥାନ, ଉତ୍ତର ପଶ୍ଚିମର କିଛି ଅଂଶ ଓ ଦକ୍ଷିଣପୂର୍ବ ଭାଗରେ ସ୍ୱାଭାବିକ ଠାକୁ କମ ବର୍ଷା ହେବାର ଆକଳନ କରିଛି ଭାରତୀୟ ପାଣିପାଗ ବିଭାଗ।

୨୦୨୧ରେ ଦେଶରେ ଜୁନ୍‌ରୁ ସେପ୍ଟେମ୍ବର ମଧ୍ୟରେ ସ୍ୱାଭାବିକ ବର୍ଷା ରେକର୍ଡ କରାଯାଇଥିଲା। ଏବେ କ୍ରମାଗତ ତୃତୀୟ ବର୍ଷ ପାଇଁ ଦେଶରେ ସ୍ୱାଭାବିକ ବର୍ଷା ହେବାକୁ ଯାଉଛି। ୨୦୧୯ ଓ ୨୦୨୦ରେ ଦେଶରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ରେକର୍ଡ କରାଯାଇଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+