ମାସିକ ବରିଷ୍ଠ ସେବାୟତ ଭତ୍ତା ୪ ହଜାରରୁ ୫ ହଜାରକୁ ବୃଦ୍ଧି
ବଢ଼ିଲା ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପେନସନ୍ ରାଶି । ସୂଚନା ଦେଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ। ମାସିକ ବରିଷ୍ଠ ସେବାୟତ ଭତ୍ତା ୪ ହଜାରରୁ ୫ ହଜାରକୁ ବୃଦ୍ଧି। ୨୦୨୬ ଜାନୁଆରୀରୁ ବର୍ଦ୍ଧିତ ପେନସନ୍ ଲାଗୁ ହେବ । ସେବାୟତଙ୍କ କନ୍ୟାମାନଙ୍କ ବିବାହ ରାଶି ୧ ଲକ୍ଷକୁ ବୃଦ୍ଧି । ଶ୍ରୀମନ୍ଦିରକୁ ସ୍ବଇଚ୍ଛାରେ ଦାନ ପାଇଁ ATMରେ ଆସିବ ମେସେଜ୍ । ପୁରୀକୁ ଆସୁଥିବା ଶ୍ରଦ୍ଧାଳୁ ATMରୁ ଟଙ୍କା ବାହାର କଲେ ଏକ ମେସେଜ ଆସିବ। ରସିଦ୍ ବାହାରିବା ପୂର୍ବରୁ ATMରେ ଏକ ମେସେଜ ଆସିବ।

More From
-
IPL 2026 : ଗୌହାଟୀରେ ଚେନ୍ନାଇ ବନାମ ରାଜସ୍ଥାନ, ଫୋକସରେ ବୈଭବ-ସଞ୍ଜୁ-ଜାଡେଜା, ଖେଳିବେନି ଧୋନୀ -
ଭାରତୀୟ ସେନାକୁ ସ୍ୱଦେଶୀ ପ୍ରହାର ଲାଇଟ୍ ମେସିନ୍ ଗନର ପ୍ରଥମ ବ୍ୟାଚ୍ ପ୍ରଦାନ କଲା ଆଦାନୀ ଡିଫେନ୍ସ -
IPL 2026: ଟସ୍ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ବ୍ୟାଟିଂ କରିବ KKR, ସୂର୍ଯ୍ୟ ପ୍ଲେଇଙ୍ଗ XIରୁ ଆଉଟ୍ -
ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ସବୁ ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା -
APSEZ ର ବଡ଼ ପଦକ୍ଷେପ: ଭାରତର ପ୍ରଥମ Port of Refuge ଆରମ୍ଭ







Click it and Unblock the Notifications