ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଲା: ଓଡ଼ିଶା ୨୦ ଯାଏଁ ପ୍ରବଳ ବର୍ଷା, ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

Odisha Weather News: ଗାଙ୍ଗେୟ ପଶ୍ଚିମବଙ୍ଗରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ଦକ୍ଷିଣ-ପଶ୍ଚିମ ଦିଗରେ ଗତି କରୁଛି ଏବଂ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଏହା ଲଘୁଚାପର ରୂପ ନେଇପାରେ । ଏହା ପ୍ରଭାବରେ ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ପାଇଁ ୧୨ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏନେଇ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି ।

Odisha Weather

ତେବେ ବାଲେଶ୍ୱର, ଭଦ୍ରକ, ଢେଙ୍କାନାଳ, ଅନୁଗୁଳ, ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବରଗଡ଼ ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମସ୍ତ ଜିଲ୍ଲାରେ ୭ ରୁ ୧୧ ସେଣ୍ଟିମିଟର ବର୍ଷା ହେବା ନେଇ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+