ଝାଡ଼ାବାନ୍ତିରେ ୧୦୦ ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ
ନବରଙ୍ଗପୁର: ଝାଡ଼ାବାନ୍ତିରେ ଖାତିଗୁଡ଼ା ସ୍ଥିତ ନବୋଦୟ ବିଦ୍ୟାଳୟର ୧୦୦ ରୁ ଅଧିକ ଛାତ୍ରଛାତ୍ରୀ ଅସୁସ୍ଥ । ଗତକାଲି ଶହେରୁ ଅଧିକ ଅସୁସ୍ଥ ହୋଇଥିବା ବେଳେ ୯ ଜଣଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି ଏବଂ ସମସ୍ତଙ୍କ ଚିକିତ୍ସା ଜାରି ରହିଛି ସେହିପରି ଆଜି ଆହୁରି ୫ ଜଣ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇଛନ୍ତି । ଏହି ଘଟଣାପରେ ସ୍କୁଲରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି ମେଡିକାଲ ଟିମ୍ ।













Click it and Unblock the Notifications