ରାଜ୍ୟର ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତି ନେଉଥିଲେ ରାସନ୍ ଚାଉଳ !

Odisha News:ସାମ୍ନାକୁ ଆସିଛି ଆଶ୍ଚର୍ଯ୍ୟ କଲା ପରି ତଥ୍ୟ, ଭୂତ ନେଉଥିଲା ରାସନ୍ ଚାଉଳ । ରାଜ୍ୟର ପ୍ରାୟ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ଯାଉଥିଲା ରାସନ୍ ଚାଉଳ । ଏନେଇ ବିଧାନସଭାରେ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ।

ବିଜେଡି ବିଧାୟକ ଗଣେଶ୍ୱର ବେହେରା ଏପର୍ଯ୍ୟନ୍ତ କେତେ ହିତାଧିକାରୀ ଇ-କେୱାଇସି କରିଛନ୍ତି ସେ ନେଇ ରିପୋର୍ଟ ମାଗିଥିଲେ । ଯାହାର ଉତ୍ତର ରଖି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ର ରହିଥିଲେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨ କୋଟି ୯୯ ଲକ୍ଷ ୫୦ ହଜାର ୮୨୦ ଜଣ ପିଡିଏସ୍ ହିତାଧିକାରୀ ଇ-କେୱାଇସି କରି ସାରିଛନ୍ତି ।

odisha ration card

ଯାହା ମଧ୍ୟରୁ ୨ କୋଟି ୯୮ ଲକ୍ଷ ୧୪ ହଜାର ୯୨୧ ପିଡିଏସ୍ ହିତାଧିକାରୀ ଓଡ଼ିଶା ଭିତରେ ଏବଂ ୧ ଲକ୍ଷ ୩୫ ହଜାର ୮୯୯ ପିଡିଏସ୍ ହିତାଧିକାରୀ ଓଡ଼ିଶା ବାହାରେ ଥାଇ ଇ-କେଓ୍ୱାଇସି କରାଇଛନ୍ତି ଏବଂ ଏହି ଯାଞ୍ଚ ସମୟରେ ବର୍ତ୍ତମାନ ସୁଦ୍ଧା ୩ ଲକ୍ଷ ୨୮ ହଜାର ୯୩୨ ଜଣ ମୃତ ବ୍ୟକ୍ତିଙ୍କ ରାସନ କାର୍ଡ ତଥ୍ୟାବଳୀରେ ଚିହ୍ନଟ କରାଯାଇଛି ଯାହାଙ୍କ ନାଁ ଲିଷ୍ଟରୁ ହଟାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+