ରାଜ୍ୟରେ ଆସନ୍ତାକାଲିଠୁ ସକାଳୁଆ ସ୍କୁଲ, ୬ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ରେ ସରିବ ସ୍କୁଲ
ଆସନ୍ତାକାଲିଠୁ ହେବ ସକାଳୁଆ ସ୍କୁଲ୍ । ଏନେଇ ଗଣଶିକ୍ଷା ବିଭାଗ ପକ୍ଷରୁ ସୂଚନା ଜାରି ହୋଇଛି। ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ରେ ସରିବ ସ୍କୁଲ । ବିଜ୍ଞପ୍ତି ଅନୁସାରେ ଆସନ୍ତାକାଲି (ଶୁକ୍ରବାର) ଠାରୁ ବିଦ୍ୟାଳୟଗୁଡ଼ିକରେ ସକାଳୁଆ ପାଠ ପଢ଼ା ହେବ। ଛାତ୍ରଛାତ୍ରୀମାନେ ସକାଳ ୬ଟା ୩୦ରୁ କ୍ଲାସ ଆରମ୍ଭ କରିବେ। ପାଠପଢ଼ା ସକାଳ ୬ଟା ୩୦ରୁ ଆରମ୍ଭ ହୋଇ ୧୦ଟା ୩୦ ପର୍ଯ୍ୟନ୍ତ ଜାରି ରହିବ। ଏହି ନିୟମ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ଲାଗୁ ହେବ।













Click it and Unblock the Notifications