ଆଜିଠୁ ରାଜ୍ୟରେ ସକାଳୁଆ ସ୍କୁଲ

ଅସହ୍ୟ ଗରମ ଓ ଗୁଳୁଗୁଳିଆ ପାଇଁ ରାଜ୍ୟରେ ସ୍କୁଲ ସମୟ ପରିବର୍ତ୍ତନ କରାଯାଇଛି। ଆଜିଠୁ ରାଜ୍ୟରେ ସକାଳୁଆ ସ୍କୁଲ ଆରମ୍ଭ ହୋଇଯାଇଛି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସକାଳ ୬ଟା ୩୦ରୁ ସ୍କୁଲ ଖୋଲି ସକାଳ ୧୦ ଟା ୩୦ ପର୍ଯ୍ୟନ୍ତ ଚାଲିବ । ଏନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ କରି ସୂଚନା ଜାରି କରାଯାଇଛି ।

Morning school

ସୂଚନା ଅନୁସାରେ, ଶୁକ୍ରବାରଠୁ ରାଜ୍ୟରେ ସମସ୍ତ ବିଦ୍ୟାଳୟଗୁଡିକରେ ସକାଳ ୬ଟା ୩୦ରୁ କ୍ଲାସ ଆରମ୍ଭ ହୋଇଛି ୧୦ଟା୩୦ ପର୍ଯ୍ୟନ୍ତ ଜାରି ରହିବ । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଇଁ ଏହି ନିୟମ ଲାଗି ହେବ । ପ୍ରବଳ ଖରାକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି । ସେହିପରି ଛାତ୍ରଛାତ୍ରୀଙ୍କ ପାଇଁ ପିଇବା ପାଣି ବ୍ୟବସ୍ଥା ଏବଂ ଓଆରଏସ ପ୍ୟାକେଟ ମଧ୍ୟ ସ୍କୁଲରେ ରଖାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+