ବଦଳିଲା ସକାଳୁଆ ସ୍କୁଲ ସମୟ
ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ରାଜ୍ୟର ସମସ୍ତ ସକାଳୁଆ ସ୍କୁଲର ସମୟକୁ ପରିବର୍ତ୍ତନ କରାଯାଇଛି ।
ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆଜିଠୁ ରାଜ୍ୟର ସମସ୍ତ ସକାଳୁଆ ସ୍କୁଲର ସମୟକୁ ପରିବର୍ତ୍ତନ କରାଯାଇଛି । ସକାଳ ୭ରୁ ଦିନ 12ଟା ଯାଏଁ ଖୋଲିବ ସ୍କୁଲ ।
ସକାଳ ୭ଟାରୁ ୯ଟା ପର୍ଯ୍ୟନ୍ତ ନବମ ଓ ଏକାଦଶ ଶ୍ରେଣୀ ପାଠପଢା ହେବ । ମାତ୍ର ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ସମୟ 9ରୁ 1ଟା ପରିବର୍ତ୍ତେ 8ଟାରୁ 12ଟା ପର୍ଯ୍ୟନ୍ତ ପାଠପଢା ହେବ । ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।

ସେହିପରି ପ୍ରଚଣ୍ଡ ଖରାକୁ ଦୃଷ୍ଟିରେ ରଖି ସ୍କୁଲ ଗୁଡ଼ିକରେ ପର୍ଯ୍ୟାପ୍ତ ପାନୀୟ ଜଳର ବ୍ୟବସ୍ଥା କରିବାକୁ ଜିଲ୍ଲା ଶିକ୍ଷା ଅଧିକାରୀମାନଙ୍କୁ କୁହାଯାଇଛି । ଯଦି ନଳକୂପ ଅଚଳ ଥିବ, ତେବେ ପଂଚାୟତିରାଜ ଓ ପାନୀୟ ଜଳ ବିଭାଗ ଏବଂ ପୌରପରିଷଦ ଆଲୋଚନା କରି ଡ଼ିଇଓ ମାନେ ପଦକ୍ଷେପ ନେବେ ।
ସ୍ଥାନୀୟ ସ୍ୱାସ୍ଥ୍ୟକେନ୍ଦ୍ରରୁ ଓଆରଏସ ଆଣି ସ୍କୁଲରେ ମହଜୁଦ ରଖିବାକୁ କୁହାଯାଇଛି । ପିଲାମନେ ସ୍କୁଲ ଯିବା ସମୟରେ ଅଭିଭାବକ ମାନେ ପାଣି ବୋତଲ ଦେବା ସହ ସଚେତନ କରାଇବାକୁ କୁହାଯାଇଛି ।
More From
-
ବର୍ଷା ପାଇଁ ୪ ଜିଲ୍ଲାକୁ ଆଲର୍ଟ ଜାରି, ଆସନ୍ତା ୨୪ ଘଣ୍ଟାରେ... -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
ବୋମାମାଡ଼ରେ ଥରୁଛି ମଧ୍ୟପ୍ରାଚ୍ୟ, ଇରାନର ୧୬ ଯୁଦ୍ଧ ଜାହାଜ ଧ୍ବଂସ କଲା ଆମେରିକା -
ସଞ୍ଜୁ ସାମସନ ହୋଇପାରନ୍ତି ପରବର୍ତ୍ତୀ ଟି୨୦ ଅଧିନାୟକ -
ଦିଲ୍ଲୀ ଏମ୍ସରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅସ୍ତ୍ରୋପଚାର ସଫଳ, ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ଏମ୍ସ ପକ୍ଷରୁ ସୂଚନା -
ରାଜ୍ୟର ଏହି ୪ ଜିଲ୍ଲାରେ ଖୋଲିବ ଚାଉଳ ATM, ସୂଚନା ଦେଲେ ମନ୍ତ୍ରୀ -
ଓଡ଼ିଶା ବାସୀଙ୍କ ଭାରି ପ୍ରିୟ ମାଂସ, ଗୃହରେ ସୂଚନା ଦେଲେ ମନ୍ତ୍ରୀ -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ !












Click it and Unblock the Notifications