ସକାଳୁ ସକାଳୁ ସମ୍ବଲପୁରରେ ଏନକାଉଣ୍ଟର, ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର

ସମ୍ବଲପୁର ଜିଲ୍ଲା ଅଇଁଠାପାଲି ଅଞ୍ଚଳରେ ହୋଇଛି ଏନକାଉଣ୍ଟର । ଏୟାରଷ୍ଟ୍ରିପ୍ ରାସ୍ତାରେ ଏହି ଏନକାଉଣ୍ଟାର କରିଛି ପୋଲିସ । ଦୁର୍ଦ୍ଦାନ୍ତ ଅପରାଧୀ ମହେଶ କୁମାରକୁ ଏନକାଉଣ୍ଟର କରାଯାଇଥିବା ସୂଚନା ମିଳିଛି ।

encounter police

ତେବେ ମହେଶ କୁମାରର ପାଦରେ ଗୁଳି ବାଜିଛି । ଏହା ପରେ ମହେଶକୁ ବୁର୍ଲା ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟପଟେ ମହେଶ ପାଖରୁ ବନ୍ଧୁକ ଓ ଅଫୁଟା ଗୁଳି ଜବତ କରିଛି ପୋଲିସ । ସୂଚନା ମୁତାବକ, ଗତକାଲି ବନ୍ଧୁକ ଦେଖାଇ ଦୁର୍ଦ୍ଦାନ୍ତ ଅପରାଧୀ ମହେଶ ୪୦ ହଜାର ଟଙ୍କା ଲୁଟ୍ କରିଥିଲା ।

ଗତକାଲି ବନ୍ଧୁକ ଦେଖାଇ ୪୦ ହଜାର ଟଙ୍କା ଛଡାଇ ନେଇଥିଲା ମହେଶ । ଆଜି ସକାଳୁ ତାକୁ ଧରିବା ପାଇଁ ପୋଲିସ ପିଛା କରିବା ସମୟରେ ପୋଲିସ ଉପରକୁ ଗୁଳି ଚଳାଇଥିଲା । ଏହାର ଜବାବରେ ପୋଲିସ ମହେଶକୁ ଏନ୍‌କାଉଣ୍ଟର କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+