ଗିରଫ ହୋଇପାରନ୍ତି ସାଂସଦ ଅନୁଭବ ମହାନ୍ତି; ଅନୁଭବଙ୍କ ବିରୋଧରେ ଜାରି ହେଲା NBW

କଟକ: ଗିରଫ ହୋଇପାରନ୍ତି ସାଂସଦ ଅନୁଭବ ମହାନ୍ତି। ଅନୁଭବଙ୍କ ବିରୋଧରେ ଜାରି ହେଲା NBW। କଟକ ଜେଏମ୍‌ଏଫସି (MP, MLA) କୋର୍ଟ ପକ୍ଷରୁ NBW। ବର୍ଷା ପ୍ରିୟଦର୍ଶିନୀଙ୍କ ଅଭିଯୋଗ ଆଧାରରେ NBW ଜାରି । ପୁରୀଘାଟ ଥାନାରେ ରୁଜୁ ମାମଲାରେ ଜାରି ହେଲା NBW ।

anubhav Mohanty

ଚାର୍ଜଫ୍ରେମ୍‌ ପାଇଁ ହାଜର ନହୋଇ ବାରମ୍ବାର ସମୟ ମାଗୁଥିଲେ । ଚାର୍ଜଫ୍ରେମ୍‌ ପାଇଁ ହାଜର ନହେବାରୁ NBW ଜାରି କଲେ କୋର୍ଟ। ୨୩ ସୁଦ୍ଧା ୱାରେଣ୍ଟ କାର୍ଯ୍ୟକାରୀ କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ । ସୂଚନା ଦେଲେ ସରକାରୀ ଓକିଲ ଆଫ୍ରୋଜ୍‌ ଅହମ୍ମଦ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+