କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ

କେନ୍ଦ୍ର ମନ୍ତ୍ରୀ ନୀତିନ ଗଡ଼କରୀଙ୍କୁ ଭେଟିଲେ ସାଂସଦ ଅପରାଜିତା ଷଡ଼ଙ୍ଗୀ। ନୂଆଦିଲ୍ଲୀରେ କେନ୍ଦ୍ର ସଡ଼କ ପରିବହନ ଏବଂ ରାଜପଥ ମନ୍ତ୍ରୀଙ୍କୁ ସାକ୍ଷାତ କରିଛନ୍ତି । ୩ଟି ମୁଖ୍ୟ ଦାବି ରଖିଲେ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ବେଗୁନିଆ, ସୁନାଖେଳା ଓ ପୁବୁଶାହୀରେ ୩ଟି ବାଇପାସ୍ ନିର୍ମାଣ ପାଇଁ ଦାବି ।ଖୋର୍ଦ୍ଧା-ନୟାଗଡ଼ ରାସ୍ତା ପ୍ରାୟ ୬୫ କି.ମି.କୁ ୪ ଲେନ୍ କରିବା । ଏନ୍‌ଏଚ୍ ୫୭ର ଅତ୍ରି ଓ ବlଘମାରି ନିକଟରେ ଅଣ୍ଡରପାସ୍ ନିର୍ମାଣ । ୩ଟି ବାଇପାସ୍ ଓ ଅଣ୍ଡରପାସ୍ ନିର୍ମାଣକୁ ଅନୁମୋଦନ ମିଳିଛି ବୋଲି କହିଛନ୍ତି ଅପରାଜିତା । ପ୍ରାୟ ୧୧୧ କୋଟି ଟଙ୍କାରେ ତିଆରି ହେବ ବାଇପାସ୍ ଓ ଅଣ୍ଡରପାସ୍' । ଖୋର୍ଦ୍ଧା-ନୟାଗଡ଼ ରାସ୍ତା ୪ ଲେନ୍ ଯଥାବିଧି ପ୍ରକ୍ରିୟା ଅନୁସାରେ କରାଯିବ' ।

MP Aparajita Sarangi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+