ବିଜେପି ମିଟିଂ ପରେ ପ୍ରତିକ୍ରିୟା ରଖିଲେ ସାଂସଦ ଜୁଏଲ ଓରାମ, କହିଲେ କେନ୍ଦ୍ର ନିଷ୍ପତ୍ତି ନେବ

ବିଜେପି ମିଟିଂରେ ଉପସ୍ଥିତ ଥିବା ସାଂସଦ ଜୁଏଲ ଓରାମଙ୍କ ପ୍ରତିକ୍ରିୟା ରଖିଛନ୍ତି । ବୈଠକରେ ଅନେକ ବିଷୟରେ ଆଲୋଚନା କରାଯାଇଛି । ମେଣ୍ଟ ଆଲୋଚନା ହୋଇଥିଲା, ଏକା ଲଢ଼ିବୁ ବୋଲି ମତ ଦେଇଛୁ । ମେଣ୍ଟ ନେଇ କିଛି ଫାଇନାଲ ହୋଇନି ବୋଲି ଜୁଏଲ ଓରାମ କହିଛନ୍ତି। ।

ଓଡ଼ିଶାରେ ବିଜେପି ଏକୁଟିଆ ଲଢ଼ିବାକୁ ମତ ଦେଇଛୁ, ତେବେ କେନ୍ଦ୍ରୀୟ କୋର କମିଟି ତଥା କେନ୍ଦ୍ରୀୟ ନେତୃତ୍ବ ଯାହା ନିଷ୍ପତ୍ତି ନେବ ବୋଲି ଶ୍ରୀ ଓରାମ କହିଛନ୍ତି । ବିଜେଡି-ବିଜେପି ମେଣ୍ଟ କେବଳ ଚର୍ଚ୍ଚା ହେଉଛି, କିନ୍ତୁ ଏ ସଂକ୍ରାନ୍ତରେ କେନ୍ଦ୍ରୀୟ ନେତୃତ୍ବ କୌଣସି ସୂଚନା ଦେଇନାହାନ୍ତି।

Jual Oram

ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ବୈଠକରେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ, ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ସମ୍ବିତ ପାତ୍ରଙ୍କ ସହ ରାଜ୍ୟ ସଂଗଠନ ସମ୍ପାଦକ ମାନସ ମହାନ୍ତି ଉପସ୍ଥିତ ଥିବା ସୂଚନା ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+