ସସ୍ମିତ ପାତ୍ରଙ୍କୁ କଡ଼ା ସମାଲୋଚନା କଲେ ସାଂସଦ ମୁନା ଖାନ୍‌

ସସ୍ମିତ ପାତ୍ରଙ୍କୁ କଡ଼ା ସମାଲୋଚନା କଲେ ସାଂସଦ ମୁନା ଖାନ୍‌ । ଦଳରେ ଦୋମୁହାଁ ନୀତି ଚଳିବ ନାହିଁ ବୋଲି କହିଲେ।

ଯାହାର ଯିବାର ଅଛି ବିଜେପିକୁ ପଳାନ୍ତୁ, ଦୋମୁହାଁ ନୀତି ଚଳିବନି । ମୁଁ ସିଧା ଯାଇ ଦଳର ସଭାପତି ନବୀନ ବାବୁଙ୍କୁ ସବୁ ଜଣାଇବି। ସଂସଦୀୟ ବୋର୍ଡ ବୈଠକରେ ବିଲ୍‌କୁ ବିରୋଧ ନିଷ୍ପତ୍ତି ହୋଇଥିଲା। ବିଲ୍‌ ବିରୋଧରେ ଭୋଟ୍‌ ପାଇଁ ନବୀନ ବାବୁ ସ୍ପଷ୍ଟ ଭାବେ କହିଥିଲେ ।

MP Muna Khan strongly criticizes Sasmit Patra

ସସ୍ମିତ କାହିଁକି ଟ୍ବିଟ୍‌ କରି ବିବେକାନୁମୋଦିତ ଭୋଟ ପାଇଁ କହିଲେ ଜାଣିନି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+