ବିଧାନସଭାରେ ମ୍ୟୁନିସିପାଲ ଆଇନ ସଂଶୋଧନ ବିଲ୍ ୨୦୨୧ ପାରିତ: ପୌର ନିର୍ବାଚନ ପାଇଁ ଫିଟିଲା ବାଟ
ବିଧାନସଭାରେ ମ୍ୟୁନିସିପାଲ ଆଇନ ସଂଶୋଧନ ବିଲ୍ ୨୦୨୧ ପାରିତ ହୋଇଛି । ବିଲ୍ ଅନୁଯାୟୀ ଓଡ଼ିଶା ପୌର ବିଧି ସଂଶୋଧନ ବିଧେୟକରେ ଅନୁସୂଚିତ ଜାତି ଓ ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ।
ଭୁବନେଶ୍ବର: ପୌର ନିର୍ବାଚନ ନେଇ ବାଟ ଫିଟିଲା । ବିଧାନସଭାରେ ମ୍ୟୁନିସିପାଲ ଆଇନ ସଂଶୋଧନ ବିଲ୍ ୨୦୨୧ ପାରିତ ହୋଇଛି । ବିଲ୍ ଅନୁଯାୟୀ ଓଡ଼ିଶା ପୌର ବିଧି ସଂଶୋଧନ ବିଧେୟକରେ ଅନୁସୂଚିତ ଜାତି ଓ ଜନଜାତି ଓ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ୫୦ ପ୍ରତିଶତ ଭିତରେ ରହିବ। ଅର୍ଥାତ୍ ସଂରକ୍ଷଣ ବ୍ୟବସ୍ଥା ୫୦ ପ୍ରତିଶତ ଅତିକ୍ରମ କରିବ ନାହିଁ ।

ଛୁଆ ବର୍ଗଙ୍କ ପାଇଁ ୨୭ ପ୍ରତିଶତ ଭିତରେ ସଂରକ୍ଷଣ ଵ୍ୟଵସ୍ଥା ରହିବ। ଏହି ସଂଶୋଧିତ ଆଇନ ଅନୁସାରେ ପ୍ରଥମେ ଅନୁସୂଚୀତ ଜାତି ଓ ଜନଜାତିଙ୍କୁ ଆବଶ୍ୟକ ସଂଖ୍ୟକ ଆସନ ସଂରକ୍ଷଣ ଦେବା ପରେ ଅବଶିଷ୍ଟ ଆସନ ପଛୁଆ ବର୍ଗଙ୍କ ପାଇଁ ସଂରକ୍ଷଣ ରଖାଯିବ । ଯାହାକି ୨୭ ପ୍ରତିଶତରୁ ଅଧିକ ହେବନାହିଁ ।












Click it and Unblock the Notifications