ସୂଚନା ଅଧିକାର କର୍ମୀଙ୍କ ହତ୍ୟା ମାମଲା; ୬ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ବହୁ ଚର୍ଚ୍ଚିତ ବାଲିଗୁଡ଼ା ସୂଚନା ଅଧିକାର କର୍ମୀ ଅଭିମନ୍ୟୁ ପଣ୍ଡା ହତ୍ୟା ମାମଲାରେ ସୋମବାର ରାୟ ଶୁଣାଇଛନ୍ତି ଗଞ୍ଜାମ ଜିଲା ଓ ଦୌରାଜଜ୍ ରୂପଶ୍ରୀ ଚୌଧୁରୀ। ଏହି ମାମଲାରେ ୬ ଜଣ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡାଦେଶ ଶୁଣାଇଛନ୍ତି ଅଦାଲତ।

Life imprisonment

ଦୁଇ ଜଣ କୋର୍ଟରେ ଅନୁପସ୍ଥିତ ଥିବାରୁ ସେମାନଙ୍କ ବିରୋଧରେ ୱାରେଣ୍ଟ ଜାରି କରିଛନ୍ତି କୋର୍ଟ। ଟାଉନ ଥାନା ଅଧିକାରୀ ସୌଭାଗ୍ୟ କୁମାର ସ୍ୱାଇଁ ଓ ଏକ ସ୍ୱତନ୍ତ୍ର ଟିମ୍ ୪ଜଣ ଅଭିଯୁକ୍ତଙ୍କୁ କଡ଼ା ସୁରକ୍ଷାରେ କୋର୍ଟରେ ହଜାର କରିଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+