ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁନି
ସଙ୍ଗୀତକାର ଅଭିଜିତ ମଜୁମଦାରଙ୍କ ସ୍ବାସ୍ଥ୍ୟାବସ୍ଥାରେ ସୁଧାର ଆସୁନି। ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା କହିଲେ ଏମ୍ସ ନିର୍ଦ୍ଦେଶକ ଆଶୁତୋଷ ବିଶ୍ବାସ ।କ୍ରିଟିକାଲ୍ ଭେଣ୍ଟିଲେଟର ସହଯୋଗରେ ଅଛନ୍ତି ଅଭିଜିତ ମଜୁମଦାର । ସ୍ବତନ୍ତ୍ର ଡାକ୍ତରୀ ଟିମ୍ ଦ୍ବାରା ଚିକିତ୍ସା ଚାଲିଛି, ଉନ୍ନତି ଆସିନି ।













Click it and Unblock the Notifications