ନବ ଦାସଙ୍କ ହତ୍ୟା ମାମଲା, ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ

ପୂର୍ବତନ ମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାର ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ତଲବ କରାଯାଇଛି। ଏହି ବହୁ ଚର୍ଚ୍ଚିତ ହତ୍ୟା ଘଟଣାର ତଦନ୍ତକାରୀ ଅଧିକାରୀଙ୍କୁ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ରିପୋର୍ଟ ତଲବ କରାଯାଇଛି।

Nab Da

ସମ୍ପ୍ରତି ଗଣମାଧ୍ୟମରେ ପ୍ରକାଶ ପାଉଥିବା ଖବର ନେଇ ତାଙ୍କୁ ରିପୋର୍ଟ ମଗାଯାଇଛି। କାହିଁକି ଏସବୁ ଚର୍ଚ୍ଚା ଚାଲିଛି ଓ ଏହାର ସତ୍ୟାସତ୍ୟ କ'ଣ ଜାଣିବା ପାଇଁ ରିପୋର୍ଟ ତଲବ କରାଯାଇଛି। ପୂର୍ବତନ ମନ୍ତ୍ରୀ ନବକିଶୋର ଦାସ ହତ୍ୟା ମାମଲାରେ ତଦନ୍ତ ଅଧିକାରୀଙ୍କୁ ରିପୋର୍ଟ ମଗାଯାଇଥିବା ନେଇ କ୍ରାଇମବ୍ରାଞ୍ଚ ମୁଖ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+