ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ବଦଳିଲେ ବ୍ରଜରାଜନଗର SDPO

ବ୍ରଜରାଜନଗର ଏସଡିପିଓ ଗୁପ୍ତେଶ୍ବର ଭୋଇଙ୍କ ବଦଳି ହୋଇଛି । ବ୍ରଜରାଜନଗର ଏସଡିପିଓ ଗୁପ୍ତେଶ୍ବର ଭୋଇଙ୍କୁ ରାଜ୍ୟ ପୁଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି ।

Naba Das Murder Case

ଭୁବନେଶ୍ବର: ମନ୍ତ୍ରୀ ନବ କିଶୋର ଦାସଙ୍କ ମୃତ୍ୟୁ ମାମଲାରେ ଗୋଟିଏ ପରେ ଗୋଟିଏ ବଡ ଅପଡେଟ୍ ଆସିବାର ଲାଗିଛି । ବର୍ତ୍ତମାନ ବ୍ରଜରାଜନଗର ଏସଡିପିଓ ଗୁପ୍ତେଶ୍ବର ଭୋଇଙ୍କ ବଦଳି ହୋଇଛି । ବ୍ରଜରାଜନଗର ଏସଡିପିଓ ଗୁପ୍ତେଶ୍ବର ଭୋଇଙ୍କୁ ରାଜ୍ୟ ପୁଲିସ ମୁଖ୍ୟାଳୟକୁ ବଦଳି କରାଯାଇଛି ।

Naba Das Murder Case

ଆଠମଲ୍ଲିକ ଏସଡିପିଓ ଚିନ୍ତାମଣି ପ୍ରଧାନଙ୍କୁ ବ୍ରଜରାଜନଗର ଏସଡିପିଓ ଭାବେ ଅବସ୍ଥାପିତ କରାଯାଇଛି । ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ପରେ ଚର୍ଚ୍ଚାକୁ ଆସିଥିଲେ ବ୍ରଜରାଜନଗର ଏସଡିପିଓ ଗୁପ୍ତେଶ୍ବର ଭୋଇ । ତେଣୁ ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+