Get Updates
Get notified of breaking news, exclusive insights, and must-see stories!

ନବ ଦାସ ହତ୍ୟା ମାମଲା: କ୍ରାଇମ୍‌ବ୍ରାଞ୍ଚରେ ହାଜର ହେବାକୁ ଦୀପାଳି ଓ ବିଶାଳଙ୍କୁ ନୋଟିସ

Naba Das Murder Case: ନବ ଦାସ ହତ୍ୟା ମାମଲାରେ ଘୋଲିବ ନୂଆ ଗୁମର । ତଦନ୍ତ କରିବ କ୍ରାଇମ ବ୍ରାଞ୍ଚ । ସ୍ବର୍ଗତ ନବ ଦାସଙ୍କ ଝିଅ ଦୀପାଳି ଦାସ ଓ ପୁଅ ବିଶାଳ ଦାସଙ୍କୁ ହାଜର ହେବା ପାଇଁ ନୋଟିସ୍ ଜାରି କରିଛି କ୍ରାଇମ୍‌ବ୍ରାଞ୍ଚ। ମାର୍ଚ୍ଚ ପ୍ରଥମ ସପ୍ତାହର କୌଣସି ଦିନ ହାଜର ହେବା ପାଇଁ ନୋଟସ୍‌ ।

Naba Das

ନବ ଦାସଙ୍କ ହତ୍ୟା ମାମଲାରେ କ୍ରାଇମବ୍ରାଞ୍ଚ ନିକଟରେ ପକ୍ଷ ରଖିବାକୁ ଉଭୟଙ୍କୁ ନୋଟିସ ଜାରି କରାଯାଇଛି । ତେବେ ଏହି ଘଟଣାରେ ବର୍ତ୍ତମାନ ଯାଏଁ କ୍ରାଇମବ୍ରାଞ୍ଚର ତଦନ୍ତ ସମାପ୍ତ ହୋଇ ନାହିଁ । ଫାଇନାଲ ଚାର୍ଜସିଟ୍ ଦାଖଲ କରିନି କ୍ରାଇମବ୍ରାଞ୍ଚ । ଏହି ମାମଲାରେ ସିବିଆଇ ତଦନ୍ତ ଦାବି କରାଯିବା ପରେ ବୟାନବାଜି ଲାଗି ରହିଥିବା ବେଳେ କ୍ରାଇମ୍‌ବ୍ରାଞ୍ଚ ନୋଟିସକୁ ନେଇ ଚର୍ଚ୍ଚା ଜୋର ଧରିଛି । କ୍ରାଇମ୍‌ବ୍ରାଞ୍ଚର ନୋଟିସ୍‌ ପରେ ଏବେ ସବୁ ମହଲରେ ଚର୍ଚ୍ଚା ।

ସୂଚନାଥାଉ ଯେ, ୨୦୨୩ ଜାନୁଆରୀ ୨୯ରେ ତତ୍କାଳୀନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ହତ୍ୟା କରାଯାଇଥିଲା । ବ୍ରଜରାଜନଗର ଗାନ୍ଧୀ ଛକରେ ନବ ଦାସଙ୍କୁ ଗୁଳି କରି ଏଏସଆଇ ଗୋପାଳ ଦାସ ହତ୍ୟା କରିଥିଲା ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+