ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ହେବ ଖୁଲାସା; ଆଇନ ମନ୍ତ୍ରୀ

ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଖୁଲାସା ହେବ କହିଲେ ଆଇନ ମନ୍ତ୍ରୀ । ଦୀପାଳି ଦାସଙ୍କ ବୟାନ ଉପରେ ଆଇନ ମନ୍ତ୍ରୀଙ୍କ ପ୍ରତିକ୍ରିୟା । ଦୀପାଳିଙ୍କ ମନ୍ତବ୍ୟ ଗଣମାଧ୍ୟମରେ ଦେଖିଲି ଆଇନ ମନ୍ତ୍ରୀ। ପରିବାର ଲୋକଙ୍କ ସନ୍ଦେହକୁ ନେଇ କ୍ରାଇମବ୍ରାଞ୍ଚ ତଦନ୍ତ ଆରମ୍ଭ ହୋଇଛି ।

Law Minister
ମାମଲାର ସତ୍ୟତା, ଷଡ଼ଯନ୍ତ୍ର ଓ ସମ୍ପୃକ୍ତି ନେଇ ଆମୂଳଚୂଳ ତଦନ୍ତ ହେବ' । ତଦନ୍ତକୁ ବନ୍ଦ କରିବାକୁ ଗତ ସରକାର ଚେଷ୍ଟା କରିଥିଲେ ।
ତାଙ୍କ ପରିବାର ମୁଖ୍ୟମନ୍ତ୍ରୀଙ୍କୁ ଭେଟିବା ପରେ ପୁନଃ ତଦନ୍ତ ଆରମ୍ଭ ହୋଇଛି । ଖୁବ୍‌ଶୀଘ୍ର ହତ୍ୟାକାଣ୍ଡର ଖୁଲାସା ହୋଇ ନିର୍ଯାସ ବାହାରିବ ବୋଲି କହିଛନ୍ତି ଆଇନ ମନ୍ତ୍ରୀ ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+