ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ମୁହଁ ଖୋଲିଲେ ଝିଅ ଦୀପାଳି; ସରକାର CBI ତଦନ୍ତ କରାଇବେ କି ?

ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ମୁହଁ ଖୋଲିଲେ ଝିଅ ଦୀପାଳି । ଗତ ବିଧାନସଭାରେ ୨ ଜଣ ବିଧାୟକ ଏହି ପ୍ରସଙ୍ଗ ଉଠାଇଥିଲେ । ମୁଁ କାହିଁକି CBI ତଦନ୍ତ ଦାବି କରୁନି ବୋଲି ଗଣମାଧ୍ୟମରେ କହୁଛନ୍ତି।

ମୋହନ ସରକାରଙ୍କୁ ଅନୁରୋଧ CBI ତଦନ୍ତ କରାଇବେ କି ? ବୋଲି ପ୍ରଶ୍ନ ପଚାରିଲେ ନବ ଦାସଙ୍କ ହତ୍ୟା ପ୍ରସଙ୍ଗରେ ମୁହଁ ଖୋଲିଲେ ଝିଅ ଦୀପାଳି । ଆମ ପରିବାରକୁ ଆକ୍ଷେପ କରାଯାଉଛି, ଆମ ସହ ଠିଆ ହେବେକି।

DEEPALI

ମୋ ଭାଇକୁ ବିନା ୱାରେଣ୍ଟିରେ ଛତିଶଗଡ଼ରେ ଅଟକ ରଖିଲେ। ଆଜି ମୋ ବାପାଙ୍କ ହତ୍ୟାକାଣ୍ଡର ତଦନ୍ତ ପାଇଁ ଲେଖା ମାଗୁଛନ୍ତି। ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ ଆମକୁ ଡାକି ଆଲୋଚନା କରି ଆଗକୁ ବଢ଼ନ୍ତୁ ବୋଲି କହିଲେ ଦୀପାଳି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+