ନବୀନ ଓଡ଼ିଶା ମ୍ୟାଜିକ କାର୍ଡ ପାଇଁ ଆଜି ଠୁ ଆରମ୍ଭ ପଞ୍ଜିକରଣ

Naveen Odisha Magic Card: ନବୀନ ଓଡ଼ିଶା ମ୍ୟାଜିକ କାର୍ଡ ପାଇଁ ଆଜିଠୁ ଆରମ୍ଭ ହେବ ପଞ୍ଜୀକରଣ । ଆସନ୍ତା ଅଗଷ୍ଟ 15 ତାରିଖରେ ଛାତ୍ରଛାତ୍ରୀଙ୍କୁ ଏହି ମ୍ୟାଜିକ କାର୍ଡ ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଯୁକ୍ତତିନି ଓ ପିଜିର ସମସ୍ତ ଛାତ୍ରଛାତ୍ରୀଙ୍କୁ ନବୀନ ମ୍ୟାଜିକ କାର୍ଡ ପ୍ରଦାନ କରାଯିବ । ଏହି କାର୍ଡ ଜରିଆରେ ଯୁବଶକ୍ତିଙ୍କ ସମସ୍ତ ସ୍ୱପ୍ନ ସାକାର ପାଇଁ ସହାୟତା ଯୋଗାଇ ଦିଆଯିବ ।

Nabin Odisha magic card

ଏହା ଛାତ୍ରଛାତ୍ରୀଙ୍କୁ ୱାଇଫାଇ, ବହି କିଣା, ମୋବାଇଲ ରିଚାର୍ଜ ଓ ବସ, ଟ୍ରେନ, ବିମାନ ଯାତ୍ରାରେ ରିହାତି ସହ କ୍ୟାରିୟର କାଉନସେଲିଂ ଓ ନିଯୁକ୍ତିରେ ସହାୟକ ହେବ । କାର୍ଡକୁ ସିଲଭର, ଗୋଲ୍ଡ, ପ୍ଲାଟିନମ କାର୍ଡକୁ ଉନ୍ନୀତ କରିବାକୁ ମଧ୍ୟ ସୁଯୋଗ ରହିଛି । ନୂଆ-ଓ ମାଧ୍ୟମରେ ଆୟୋଜିତ କୋ-କରିକୁଲାର ପ୍ରତିଯୋଗିତା ମାଧ୍ୟମରେ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ କରିବା ସହ ସ୍ଵପ୍ନକୁ ସାକାର କରିବାକୁ ବଳ ଯୋଗାଇବ ।
ମ୍ୟାଜିକ କାର୍ଡକ୍ୟୁମେଣ୍ଟ
ଷ୍ଟୁଡେଣ୍ଟ

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+