Get Updates
Get notified of breaking news, exclusive insights, and must-see stories!

ବାତ୍ୟା ମୋନ୍ଥାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ବନ୍ଦ ରହିବ ନନ୍ଦନକାନନ

କାଲି ବନ୍ଦ ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ । ବାତ୍ୟା ମୋନ୍ଥାକୁ ଦୃଷ୍ଟିରେ ରଖି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି ।ଦକ୍ଷିଣ -ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତ ହୋଇ ବଳ ଗୋଟାଇ ମଙ୍ଗଳବାର ଭୟଙ୍କର ବାତ୍ୟାର ରୂପନେଇ ସ୍ଥଳଭାଗ ଅଭିମୁଖେ ମାଡି ଆସୁଛି ।

Nandankanan

ଆଉ କିଛି ଘଣ୍ଟା ମଧ୍ୟ୍ୟରେ ଆନ୍ଦ୍ରପ୍ରଦେଶ କାକିନାଡ଼ା ପାଖପାଖି ଅତିକ୍ରମ କରି ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଗୋପାଳପୁର ଠାରୁ ଦକ୍ଷିଣ ଦକ୍ଷିଣ -ପଶ୍ଚିମ ଦିଗରେ ୫୩୦ କିମି ଦୂରରେ ମୋନ୍ଥା ରହିଛି । ଗତ ୬ ଘଣ୍ଟା ମଧ୍ୟରେ ପ୍ରତି ଘଣ୍ଟା ୧୨ କିମି ବେଗରେ ସ୍ଥଳଭାଗ ଆଡ଼କୁ ମୁହଁା ହୋଉଛି।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+