ଆସନ୍ତା ମେ’ ୧୫ ଯାଏ ବନ୍ଦ ରହିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ବଟାନିକାଲ୍ ଗାର୍ଡେନ୍ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ । ମେ’ ୧ରୁ ମେ’ ୧୫ ତାରିଖ ଯାଏ ପର୍ଯ୍ୟଟକଙ୍କ ଲାଗି ନନ୍ଦନକାନନ ବନ୍ଦ ରହିବ ।

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ବରରେ ଦୃତ ଗତିରେ ବୃଦ୍ଧି ପାଉଛି କୋଭିଡ୍ ସଂକ୍ରମଣ ମାମଲା । ଏହାକୁ ଦେଖି ନନ୍ଦନକାନନ ପ୍ରାଣୀ ଉଦ୍ୟାନ ଏବଂ ରାଜ୍ୟ ବଟାନିକାଲ୍ ଗାର୍ଡେନ୍ ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ । ମେ' ୧ରୁ ମେ' ୧୫ ତାରିଖ ଯାଏ ପର୍ଯ୍ୟଟକଙ୍କ ଲାଗି ନନ୍ଦନକାନନ ବନ୍ଦ ରହିବ ।

Nandankanan

ରାଜ୍ୟରେ ଏବେ ୬୧ ହଜାର ୬୯୮ ଜଣ ସକ୍ରିୟ ସଂକ୍ରମିତ ଥିବା ବେଳେ ମୋଟ ସଂକ୍ରମଣ ମାମଲା ୪ ଲକ୍ଷ ୪୪ ହଜାର ୧୯୪କୁ ବୃଦ୍ଧି ପାଇଛି । ସେହିଭଳି ରାଜଧାନୀରେ ବିଏମସି ଅଞ୍ଚଳରେ ୬ ହଜାର ୯୧୩ଟି ସକ୍ରିୟ ସଂକ୍ରମଣ ମାମଲା ରହିଛି । ମହାମାରୀର ଭୟାବହତାକୁ ଦେଖି କର୍ତ୍ତୃପକ୍ଷ ଏଭଳି ନିଷ୍ପତ୍ତି ନେଇଛନ୍ତି । ଗତବର୍ଷ ମଧ୍ୟ ନନ୍ଦନକାନନ କରୋନା ସଂକ୍ରମଣ ପାଇଁ ବନ୍ଦ ରହିଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+