Narendra Modi: ଚଳିତ ମାସ ଶେଷରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ !

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ । ଚଳିତ ମାସ ଶେଷରେ ଓଡ଼ିଶା ଆସିପାରନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଓଡ଼ିଶା ଆସିବା ପାଇଁ ଆମନ୍ତ୍ରଣ ଦିଆଯାଇଛି । କେଉଁ ତାରିଖରେ ଓଡ଼ିଶା ଆସିବେ ତାହା କିଛି ଦିନ ମଧ୍ୟରେ ସ୍ପଷ୍ଟ ହୋଇପାରେ ।

ସେପଟେ ମାସ ଶେଷ ଆଡ଼କୁ, ଅର୍ଥାତ ସେପ୍ଟେମ୍ୱର ୨୮ ତାରିଖରେ ଭୁବନେଶ୍ୱରରେ ଜାତୀୟ ମଧ୍ୟସ୍ଥତା ସମ୍ମିଳନୀର ଆୟୋଜନ ହେବ । ଏଥିରେ ସୁପ୍ରିମକୋର୍ଟ ଓ ହାଇକୋର୍ଟର ବିଚାରପତିଙ୍କ ସହ ବିଭିନ୍ନ ରାଜ୍ୟର ଆଡଭୋକେଟ୍ ଜେନେରାଲ, ଜାତୀୟ ଆଇନ୍ ବିଶ୍ବବିଦ୍ୟାଳୟର ପ୍ରଫେସରମାନେ ଅଂଶଗ୍ରହଣ କରିବେ ।

Narendra Modi

ସୂଚନା ଯୋଗ୍ୟ ଯେ ଜୁନ ୨୦ରେ ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୁବନେଶ୍ବର ଆସିଥିଲେ । ଏହି ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ଏକାଧିକ କାର୍ଯ୍ୟକ୍ରମରେ ଯୋଗଦେଇ ଥିଲେ । ଏହି ଗସ୍ତରେ ମୋଦି ରୋଡ ସୋ' ଏବଂ ଜନତା ମଇଦାନରେ ଜନସଭାକୁ ସମ୍ବୋଧିତ କରିଥିଲେ । ମୋଦୀଙ୍କ ଗସ୍ତ ପାଇଁ ରାଜଧାନୀ ଭୁବନେଶ୍ବର ପୁଣି ଥରେ ଜନସମୁଦ୍ର ପାଲଟିଥିଲା । ପ୍ରଧାନମନ୍ତ୍ରୀ ମୋଦୀଙ୍କ ଓଡ଼ିଶା ଗସ୍ତ ପାଇଁ ଭୁବନେଶ୍ବରର ଜନତା ମଇଦାନରେ ପ୍ରସ୍ତୁତି ଜୋରଦାର ହୋଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+