ନୂଆ ମୁଖ୍ୟମନ୍ତ୍ରୀ ଓ ମନ୍ତ୍ରୀ ମଣ୍ଡଳଙ୍କୁ ଏକ୍ସରେ ଶୁଭେଚ୍ଛା ଜଣାଇଲେ ନବୀନ

ଓଡ଼ିଶାରେ ଆଜିଠୁ ଆରମ୍ଭ ହୋଇଛି ବିଜେପି ସରକାର । ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝି ଶପଥ ଗ୍ରହଣ କରିଛନ୍ତି। ତାଙ୍କ ସହ ଦୁଇ ଉପ ମୁଖ୍ୟମନ୍ତ୍ରୀ କେଭି ସିଂ ଦେଓ ଓ ପ୍ରଭାତୀ ପରିଡା ମଧ୍ୟ ଶପଥ ନେଇଛନ୍ତି। ଶପଥ ଗ୍ରହଣ ପରେ ଷ୍ଟେଜ ଉପରେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ନମସ୍କାର କରିଛନ୍ତି ମୋହନ।

Naveen pattnaik

ଏହାପରେ ଭାଜପାର ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କୁ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ କରି ଶୁଭେଚ୍ଛା ଜଣାଇଛନ୍ତି। ସେ କହିଛନ୍ତି, ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ମୋହନ ଚରଣ ମାଝୀ ଓ ଉପମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ କନକ ବର୍ଦ୍ଧନ ସିଂହ ଦେଓ ଓ ଶ୍ରୀମତୀ ପ୍ରଭାତୀ ପରିଡ଼ାଙ୍କ ସହ ମନ୍ତ୍ରୀମଣ୍ଡଳର ସମସ୍ତ ସଦସ୍ୟଙ୍କୁ ମୋର ଶୁଭେଚ୍ଛା ଜଣାଉଛି। ଓଡ଼ିଶାବାସୀଙ୍କ କଲ୍ୟାଣ ଦିଗରେ ସମସ୍ତଙ୍କ ସଫଳ କାର୍ଯ୍ୟକାଳ କାମନା କରୁଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+