ନିର୍ଦ୍ବନ୍ଦ୍ବରେ ସଭାପତି ଭାବେ ନିର୍ବାଚିତ ହେଲେ ନବୀନ, ବିଧିବଦ୍ଧ ଭାବେ ବିଜେଡି ସଭାପତିଙ୍କ ନାମ ଘୋଷଣା

ବିଜେଡିର ନବମ ଥର ସଭାପତି ହେଲେ ନବୀନ । ଘୋଷଣା କଲେ ବିଜେଡି ରାଜ୍ୟ ନିର୍ବାଚନ ଅଧିକାରୀ । ଏକମାତ୍ର ପ୍ରାର୍ଥୀ ଭାବେ ଦାଖଲ କରିଥିଲେ ନାମାଙ୍କନ । ନିର୍ଦ୍ବନ୍ଦ୍ବରେ ବିଜେଡି ସଭାପତି ଭାବେ ନିର୍ବାଚିତ ହେଲେ ନବୀନ ପଟ୍ଟନାୟକ । ଖଣ୍ଡୁଆପାଟ ଦେଇ ନବୀନଙ୍କୁ ସ୍ବାଗତ କଲେ କର୍ମୀ । ସଭାପତି ଭାବେ ନବୀନଙ୍କ ନାଁ ଘୋଷଣା ହେବା ପରେ ଏବେ ଜଣକ ପରେ ଜଣେ କର୍ମୀ ନବୀନଙ୍କୁ ଭେଟୁଛନ୍ତି ।

bjd

ସାଧାରଣ ନିର୍ବାଚନ ୨୦୨୪ରେ ପରାଜୟ ପରେ ପୁଣି ଦଳ ସଜାଡୁଛି ବିଜେଡି । ବିଜେଡି ସାଂଗଠନିକ ନିର୍ବାଚନରେ ୩୩ ସାଂଗଠନିକ ଜିଲ୍ଲାରୁ ୧୮ଟି ଜିଲ୍ଲାସଭାପତିଙ୍କ ନାଁ ଘୋଷଣା ହୋଇଛି । ଏହି ତାଲିକାରେ ବରିଷ୍ଠ ତଥା ଅଭିଜ୍ଞ ନେତାଙ୍କୁ ଗୁରୁତ୍ୱ ଦିଆଯାଇଛି । ନିର୍ବାଚନ ପରାଜୟ ପରେ ବିଜେଡିରେ ଶୃଙ୍ଖଳା ଭଙ୍ଗ ହୋଇଛି । ତେବେ ନବୀନ ପୁଣି ଦଳର ମୁଖିଆ ଭାବେ ଦାୟିତ୍ୱ ନେଇ ଦଳ ଶୁଙ୍ଖଳିତ କରିବେ ବୋଲି ଚର୍ଚ୍ଚା ହେଉଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+