ଆଜି ଓଡ଼ିଶା ଫେରୁଛନ୍ତି ନବୀନ : ସ୍ବାଗତ ପାଇଁ ନେତା ପ୍ରସ୍ତୁତ

ବିଜୁ ଜନତା ଦଳର ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ଓଡ଼ିଶା ଫେରୁଛନ୍ତି । ମଧ୍ୟାହ୍ନରେ ଭୁବନେଶ୍ୱର ଫେରିବେ ନବୀନ ପଟ୍ଟନାୟକ । ଗତ ୨୦ ତାରିଖରେ ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିଲେ । ୨୨ ତାରିଖରେ ତାଙ୍କର ଅପରେସନ ହୋଇଥିଲା ।

Naveen is returning to Odisha today

ସେ ଏବେ ହସ୍ପିଟାଲରୁ ଡିସଚାର୍ଜ ହୋଇ ଡ଼ାକ୍ତରଙ୍କ ପରାମର୍ଶକ୍ରମେ ଚିକିତ୍ସାରେ ଥିଲେ । ସୁସ୍ଥ ହେବା ପରେ ଆଜି ମୁମ୍ବାଇରୁ ଭୁବନେଶ୍ୱର ଫେରିବେ । ତାଙ୍କୁ ଭୁବନେଶ୍ୱର ବିମାନ ବନ୍ଦରରୁ ଦଳୀୟ ନେତା ଓ କର୍ମୀ ନବୀନ ନିବାସ ଯାଏଁ ସ୍ୱାଗତ କରିବେ । ଏନେଇ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ମିଶ୍ର ସୂଚନା ଦେଇଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+