ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ଦେଲେ ନବୀନ
ଇସ୍ତଫା ଦେଲେ ବିଜେଡି ସୁପ୍ରିମୋ ତଥା ଓଡ଼ିଶାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟପାଳ ରଘୁବର ଦାସଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନ ପଟ୍ଟନାୟକ। ନବୀନ ହିଞ୍ଜିଳିରୁ ଜିତିଥଲେ ମଧ୍ୟ କଣ୍ଟାବାଞ୍ଜି ନିର୍ବାଚନ ମଣ୍ଡଳୀରୁ ପରାସ୍ତ ହୋଇଛନ୍ତି।

ଏଥିସହ ବିଜେଡି ୪୯ ଭୋଟ ପାଇ ଭାଜପା ଠାରୁ ବିଧାସଭାରେ ପରାସ୍ତ ହୋଇଛି।












Click it and Unblock the Notifications