Get Updates
Get notified of breaking news, exclusive insights, and must-see stories!

ଅରବିନ୍ଦଙ୍କୁ ନିଲମ୍ବନ କରିବା ପ୍ରସଙ୍ଗରେ ପ୍ରଥମଥର ମୁହଁ ଖୋଲିଲେ ନବୀନ, କହିଲେ....

ଅରବିନ୍ଦ ମହାପାତ୍ରଙ୍କ ନିଲମ୍ବନ ଉପରେ ମୁହଁ ଖୋଲିଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ତେବେ କାହିଁକି ବିଜୁ ଜନତା ଦଳରୁ ଅରବିନ୍ଦଙ୍କୁ ନିଲମ୍ବନ କରାଯାଇଛି ତାହାର କାରଣ କହିଛନ୍ତି । ନାଁ ନନେଇ ସେ ସିଧା ନିଶାନା କରିଛନ୍ତି । ନବୀନ କହିଛନ୍ତି, ଯେ ମୁଁ ଜଣଙ୍କୁ ବିଶ୍ବାସ କରି ସୁଯୋଗ ଦେଇଥିଲି, କିଛି କାମ କରିବାକୁ ।

naveen

ଆପଣଙ୍କ ନିର୍ବାଚନମଣ୍ଡଳୀ ପାଇଁ ଭଲ କାମ କରିବାକୁ ସୁଯୋଗ ଦେଇଥିଲି । କିନ୍ତୁ ଜାଣିଲି, ପାଟକୁରାବାସୀ ହଇରାଣ ହରକତ ହେଉଛନ୍ତି । ଦଳରେ ରହି ଯିଏ ଆପଣଙ୍କୁ ହଇରାଣ କରିବ ମୁଁ ତାକୁ ଦଳରୁ କାଢ଼ିଦିଏ । ଆପଣମାନଙ୍କ ପାଇଁ ଜଣେ ଭଲ ମୁଖିଆ ଆସିବେ । ନିକଟରେ ଦଳ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ବିଧାୟକ ଅରବିନ୍ଦ ମହାପାତ୍ର ଏବଂ ସନାତନ ମହାକୁଡ଼ଙ୍କୁ ଦଳରୁ ନିଲମ୍ବିତ କରିଥିଲେ ବିଜେଡି ସୁପ୍ରିମୋ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+