ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ, ୧୩ ପ୍ରସ୍ତାବ ଉପରେ ବାଜିପାରେ ମୋହର
ଭୁବନେଶ୍ୱର: ଆଜି ରାଜ୍ୟ କ୍ୟାବିନେଟ୍ ବୈଠକ । ଅପରାହ୍ନ ୫ ଟା ୩୦ରେ ଲୋକସେବା ଭବନରେ ବସିବ ବୈଠକ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବ ରାଜ୍ୟ କ୍ୟାବିନେଟ୍ ବୈଠକ ।

ଆଜି ଲୋକସେବା ଭବନରେ ଅପରାହ୍ନ ୫ଟା ୩୦ରେ ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟ୍ ବୈଠକ ବସିବା ପାଇଁ ଯାଉଛି କ୍ୟାବିନେଟ ବୈଠକରେ ୧୩ରୁ ଅଧିକ ପ୍ରସ୍ତାବକୁ ମିଳିପାରେ ଅନୁମୋଦନ । କୃଷି, ଶିଳ୍ପ, ଭିନ୍ନକ୍ଷମ ସଶକ୍ତିକରଣ, ପଞ୍ଚାୟତିରାଜ, ପାନୀୟ ଜଳ, ଗ୍ରାମ୍ୟ ଉନ୍ନୟନ ବିଭାଗ ସମ୍ପର୍କିତ ପ୍ରସ୍ତାବକୁ ମଞ୍ଜୁରି ମିଳିବାର ସମ୍ଭାବନା ରହିଛି ।












Click it and Unblock the Notifications