ବିଜେଡ଼ି ସଭାପତି ପଦ ପାଇଁ ନାମାଙ୍କନ ଭରିଲେ ନବୀନ ପଟ୍ଟନାୟକ। ୯ମ ଥର ପାଇଁ ଏକମାତ୍ର ପାର୍ଥୀ ଭାବେ ନାମାଙ୍କନ ଭରିଲେ ନବୀନ । ୧୯ ତାରିଖରେ ବିଜେଡି ଘୋଷଣା କରିବ nbsp;ସଭାପତିଙ୍କ nbsp;ନାମ nbsp;।